ଭୁବନେଶ୍ୱର: ତତଲା ତାୱାରେ ଶେକି ହେଉଛି ରାଜଧାନୀ । ୪୦ ଡିଗ୍ରୀ ଅତିକ୍ରମ କଲା ରାଜଧାନୀ ଭୁବନେଶ୍ବରର ତାପମାତ୍ରା । ଦିନ ୧୨ ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୪୦.୨ ଡିଗ୍ରୀ ରହିଛି । ଡହଡହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ରାଜଧାନୀ ଏକ ଜ୍ବଳନ୍ତ ଅଗ୍ନିପିଣ୍ଡ ସଦୃଶ ପ୍ରତୀୟମାନ ହେଉଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ