ଜାଡ଼ରେ ଥରୁଛି ସାରା ରାଜ୍ୟ, ୧୧ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର: ଜାଡର ମାଡ଼ରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ଅସହ୍ୟ ଜାଡ଼। ୧୧ ଡିଗ୍ରୀ ତଳକୁ ଖସିଛି ରାଜ୍ୟର ୮ଟି ସହରର ତାପମାତ୍ରା। ସେହିପରି ୨୩ ସହରର ପାରା ୧୫ ଡିଗ୍ରୀ ତଳେ ରହିଛି। ୬.୫ଡିଗ୍ରୀ ସହିତ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର ହୋଇଛି। ସେହିପରି ଫୁଲବାଣୀରେ ୭.୫ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। କୋରାପୁଟର ତାପମାତ୍ରା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia