ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ

ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ ପାରିବ ବୋଲି ରାଜ୍ୟ Chief Minister’s 8 directives regarding oil crisis