ଦିନକରେ ଆଉ ୧୫୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ । ଦିନକର ୧୫୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ବର୍ଗରେ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୯, କଟକରୁ ୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ୮, ବରଗଡ ୩,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia