ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଳିତ ମାସରେ ପୁରୀ ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ରାଷ୍ଟ୍ରପତି ପୁରୀର ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଫେବୃଆରୀ ୧୯ ତାରଖରେ ଆସି ୨୦ ତାରିଖ ଦିନ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ମିଳିଛି । ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବର ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ