ଭୁବନେଶ୍ୱର: ରାଜ୍ୟରେ ଏବେ ଦୁର୍ବଳ ହୋଇଛି ମୌସୁମୀ ଟ୍ରଫ୍ ଲାଇନ । ଫଳରେ ରାଜ୍ୟରୁ ଏବେ ମୌସୁମୀ ଜନିତ ବର୍ଷା ଗାଏବ ହୋଇଯାଇଛି । ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍ସିୟସ୍ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ