ଭୁବନେଶ୍ୱର: ବାତ୍ୟା ‘ଜୱାଦ’ ଧୀରେ ଧୀରେ ଦୁର୍ବଳ ହେଉଛି । ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ପହଞ୍ଚିଲା ବେଳକୁ ଏହାର ତୀବ୍ରତା କମିଯିବ ବୋଲି ଆକଳନ କରାଯାଇଛି। ପୁରୀ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିବ। ଏ ନେଇ ସଦ୍ୟ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ ଜେନା।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ