ଧାମନଗର ଉପ-ନିର୍ବାଚନ: ଧାମନଗର ଉପ-ନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହିତ ସାଂସଦ, ବିଧାୟକ, ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀଙ୍କ ନାମ ସାମିଲ କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କୁ ପ୍ରଚାର ମୈଦାନରେ ଦେଖିବାକୁ ମିଳିବ । {image-untitled4-1665815268.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ