ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ପରଲୋକ । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କ ବିୟୋଗରେ ଆଜି ସାରା ଦେଶରେ ଶୋକର ଛାୟା ଖେଳିଯାଇଛି ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନନ୍ଦ ସାରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ