ନୂଆଦିଲ୍ଲୀ: ଜନସେବାରେ ନିୟୋଜିତ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଲା ‘ଜୀବନବ୍ୟାପୀ ସାଧନା ସମ୍ମାନ’ ବା ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ନବୀନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣା ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଜନକ ପୁରସ୍କାର ପ୍ରଦାନ କରିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ