ଭୁବନେଶ୍ବର: ଆସନ୍ତା ୧୩ ତାରିଖ (ମଙ୍ଗଳବାର)ଠୁ ତିନି ଦିନିଆ ମୁମ୍ବାଇ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ମେକ୍ ଇନ୍ ଓଡ଼ିଶା-୨୦୨୨’ କନକ୍ଲେଭ୍ ପୂର୍ବରୁ ମୁମ୍ବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ’ ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସେଠାରେ ନିବେଶକଙ୍କୁ ଭେଟିବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ