ଭୁବନେଶ୍ୱର: ଆରମ୍ଭ ହେଲା ଗାଁ ଭୋଟର ଗଣପର୍ବ । ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ