ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଆଉ ପାଦେ ଆଗକୁ ବଢିଛନ୍ତି ସରକାର। ଭୋଟର ତାଲିକା ପ୍ରସ୍ତୁତ ପାଇଁ ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia