ପଞ୍ଚାୟତ ନିର୍ବାଚନ ତୃତୀୟ ପର୍ଯ୍ୟାୟ ଭୋଟିଂ: ୭୮.୬ ପ୍ରତିଶତ ମତଦାନ ରେକର୍ଡ, ଗଞ୍ଜାମରେ ସର୍ବନିମ୍ନ, ସୁବର୍ଣ୍ଣପୁରରେ ସର୍ବାଧିକ

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ % ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ମତଦାନ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬୬.୭୫ ପ୍ରତିଶତ ମତଦାନ ହୋଇଛି । ସେହିପରି ଅନୁଗୁଳରେ ୮୪.୨୪, ବାଲେଶ୍ୱରରେ ୭୪.୭୨, ବଲାଙ୍ଗିରରେ ୭୧.୮୩,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia