ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡିର ବୃହତ୍ତ ବିଜୟ । ଭାରତୀୟ ରାଜନୀତି ଇତିହାସରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ଫଳାଫଳ ଏକ ରେକର୍ଡ ସୃଷ୍ଟି କରିଛି । ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ