ପଶ୍ଚିମବଙ୍ଗରେ ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ; କଡ଼ା ସୁରକ୍ଷା ମଧ୍ୟରେ ଭୋଟରଙ୍କ ଧାଡ଼ି

ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବର ଏବଂ ମଗ୍ରାହାଟ ପଶ୍ଚିମ ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ଆଜି ପୁନଃ ମତଦାନ ହେଉଛି। ଭୋଟ ପ୍ରକ୍ରିୟାରେ ଅନିୟମିତତା ସମ୍ପର୍କରେ ଅଭିଯୋଗ ଆସିବା ପରେ ନିର୍ବାଚନ କମିଶନ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଛି ଏବଂ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।Voting resumes at 15 booths in West Bengal; Voters line up amid tight security