ବରିଷ୍ଠ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ହେବେ । ଆଜି ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଅପରାହ୍ନ ୧୧ଟାରେ କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହଙ୍କ ସମେତ ଏନ୍ଡିଏର ବହୁ ନେତା ଯୋଗଦେବେ ।New West Bengal Chief Minister Subbendu Aurangzeb will take oath at Brigade Parade Ground today
ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ଆଜି ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ନେବେ ଶପଥ


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ