୫ଟ ରାଜ୍ୟରେ ଆୟୋଜିତ ବିଧାନସଭା ନିର୍ବାଚନରେ ବିଜେପି ଭଲ ପ୍ରଦର୍ଶନ କରୁଥିବା ଆଶା କରାଯାଉଛି। ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି। ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୫୭ ଆସନରେ ଆଗୁଆ ଥିବାବେଳେ ଟିଏମସି ୧୧୫ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟଦଳ ୪ ଆସନରେ ଆଗୁଆ ରହିଛନ୍ତି।BJP leads in West Bengal, Puducherry; TMC lags
ପଶ୍ଚିମବଙ୍ଗ, ପୁଡୁଚେରୀରେ ବିଜେପି ଆଗୁଆ: ପଛରେ ପଡ଼ିଲା ଟିଏମ୍ସି


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ