ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି । ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତିପ୍ରସ୍ତର ରଖାଯାଇଥିବା ୯ଟି ପ୍ରକଳ୍ପର ମୂଲ୍ୟ ୩୩.୬୮ କୋଟି ଟଙ୍କା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ