ବୀରତ୍ୱ ଓ ବଳିଦାନର କାହାଣୀଭାରତ ସ୍ବାଧୀନତା ସଂଗ୍ରାମର ପ୍ରଥମ ଯୋଦ୍ଧା,ଓଡିଶାର ପ୍ରଥମ ସ୍ବାଧୀନତା ସଂଗ୍ରାମୀ, ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଥିଲେ ବକ୍ସି ଜଗବନ୍ଧୁ । ବକ୍ସିଙ୍କ ପୁରା ନାମ ବକ୍ସି ଜଗବନ୍ଧୁ ବିଦ୍ୟାଧର ଭ୍ରମରବର ରାୟ ମହାପାତ୍ର। ସେ ‘ପାଇକ ବକ୍ସି’ ନାମରେ ମଧ୍ୟ ପରିଚିତ। ୧୭୭୩ ମସିହାରେ ଜନ୍ମ ନେଇଥିଲେ ବକ୍ସି ଜଗବନ୍ଧୁ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ