ପିକଅପ୍ ଭ୍ୟାନ୍ ଓଲଟି ଚାଲିଗଲା ୧୫ ଜୀବନ, ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ଗତକାଲି ରାତିରେ ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଚିକଲିଆର ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି ।Pickup van overturns, 15 dead, PM Modi announces ex-gratia