ଭୁବନେଶ୍ୱର: ପୁଣିଥରେ ରାଜ୍ୟରେ କାୟା ବିସ୍ତାର କଲାଣି କରୋନା ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୫ ଜଣ ରହିଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ