ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୫୨ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୮ଜଣ ରହିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ