ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଘୋଷଣା ହୋଇଛି କଣ୍ଟେନମେଣ୍ଟ ଜୋନ । ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । କଣ୍ଟେମେଣ୍ଟ ଜୋନ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ