ଭୁବନେଶ୍ୱର: ଉପକୂଳ ମୁହାଁ ଗଭୀର ଅବପାତ । ବାତ୍ୟା ‘ଜୱାଦ’ ଦୁର୍ବଳ ହେବା ପରେ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇଛି । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେଇ ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ ରହିଛି ‘ଜୱାଦ’।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ