ପୁରୀରେ ହେବ ଗ୍ରୀନ୍‌ ଫିଲ୍‌ଡ ଏୟାରପୋର୍ଟ ପାଇଁ ଅନୁମତି

ଝାରସୁଗୁଡ଼ା: ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍‌ଡ ଏୟାରପୋର୍ଟ। ଝାରସୁଗୁଡ଼ାରେ ଆଜି ଏନେଇ ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ସେ କହିଛନ୍ତି, ପୁରୀକୁ ଗ୍ରୀନ୍‌ ଫିଲ୍‌ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ ରିପୋର୍ଟ ଦିଆଯାଇଛି। ରାଜ୍ୟ ସରକାରଙ୍କ ଜବାବକୁ ଅପେକ୍ଷା କରାଯାଇଛି ବୋଲି ସିନ୍ଧିଆ କହିଛନ୍ତି। ରାଜ୍ୟ ସରକାର ଯେତେ ଶୀଘ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia