ଭୁବନେଶ୍ୱର: ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲିକୁଦାରୁ ୪ଥର ବିଧାୟକ ଭାବେ ନିର୍ବାଚିତ ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଉମେଶଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । {image-mlaumeshchandraswain-1637133748.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ