ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ। ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଶିବାଜୀ ପଟ୍ଟନାୟକ ତିନିଥର ଭୁବନେଶ୍ୱର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। କମ୍ୟୁନିଷ୍ଟ ପାର୍ଟି ଟିକେଟରୁ ଲଢିଥିଲେ ସମସ୍ତ ନିର୍ବାଚନ। ସ୍ୱର୍ଗତ ଶିବାଜୀ ପଟ୍ଟନାୟକ ୧୯୭୭,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia