ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ହେଲା ପ୍ରାର୍ଥୀ ତାଲିକା ଆସିବା ପରେ ସରଗରମ ମାହୋଲ । ୱାର୍ଡରୁ ୱାର୍ଡ, ସାହି, ଗଳିକନ୍ଦି ସବୁଠି ଜମି ଆସିଲାଣି ପ୍ରଚାର । ତାସାଙ୍ଗକୁ ଶୋଭାଯାତ୍ରା, ସଭା ସମିତି ମଧ୍ୟ ଆରମ୍ଭ ହୋଇଛି । ସହରୀ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ସବୁ ଦଳ ସ୍ୱତନ୍ତ୍ର ଷ୍ଟ୍ରାଟେଜି କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ