ପୌର ନିର୍ବାଚନ: ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା, ବ୍ୟବହୃତ ହେବ ଇଭିଏମ୍‌

ଭୁବନେଶ୍ୱର: ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ। ଏଥର ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ (ଇଭିଏମ୍‌)ରେ ହେବ। ରାଜ୍ୟ ନିର୍ବାଚନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia