ଭୁବନେଶ୍ୱର: ପୂର୍ବତନ ବିଧାୟକ ପ୍ରଭାତରଂଜନ ବିଶ୍ବାଳଙ୍କ ୩ କୋଟି ୯୨ ଲକ୍ଷ ୨୦ ହଜାର ଟଙ୍କାର ସଂପତ୍ତି ଆଟାଚ୍ । ମନି ଲଣ୍ଡ୍ରିଂ ଆକ୍ଟରେ ଇଡିର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଜାଲ କମ୍ପାନୀ ଯୋଗେ ଅର୍ଥ ହେରଫେର ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନେଇଯାଇଛି । ଆଜି ପ୍ରଭାତଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ