ବଢିଲା ଚିନ୍ତା, ରାଜ୍ୟରେ ଶହେ ପାର୍ ହେଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଶହେ ପାର୍ ହେଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରେ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋଦ୍ଧାରୁ ସର୍ବାଧିକ ୬୫, କଟକରୁ ୨୧ ନୂଆ ଆକ୍ରାନ୍ତ ଚିହ୍ନଟ । ସେହିପରି ସମ୍ବଲପୁରରୁ ୪,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia