ଭୁବନେଶ୍ବର: ରାଜ୍ୟରେ ବାତ୍ୟା ‘ଜୱାଦ’ ଜନିତ ମେଘୁଆ ପାଗ ଓ ବର୍ଷା ଯୋଗୁଁ ଶୀତର ପ୍ରକୋପ କମିଥିଲା। ଯାହା ଆଗାମୀ 4 କିମ୍ବା 5 ଦିନ ମଧ୍ୟରେ ପୁଣି ବଢିବ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା 11 ତାରିଖରୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା 15 ଡିଗ୍ରୀ ତଳକୁ ରହିବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ