ବଦଳିଲା ହାଇସ୍କୁଲ ୟୁନିଫର୍ମ : ନବମ-ଦଶମ ପିଲାଙ୍କ ପାଇଁ ଚେକ୍‌ ସାର୍ଟ ଓ ଫୁଲ୍‌ ପ୍ୟାଣ୍ଟ୍‌

Odisha High School Uniform Changed: ଅଷ୍ଟମ ଶ୍ରେଣୀ ପରେ ବର୍ତ୍ତମାନ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ୟୁନଫର୍ମ । ସରକାରୀ ହାଇସ୍କୁଲ୍‌ ତଥା ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀ ପାଇବେ ୟୁନିଫର୍ମ ।