ପୁରୀ : ଶ୍ରୀମନ୍ଦିରରେ 4 ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ 4ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ