ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ; କହିଲେ, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ

ଭୁବନେଶ୍ୱର: ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ହୋଇଛି। ଏହାଦ୍ୱାରା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଆଦି ଜିଲ୍ଲା ପ୍ରଭାବିତ ହୋଇଛି। ତେବେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲୁ ରଖିଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ମନ୍ତ୍ରୀ ମଲ୍ଲିକ କହିଛନ୍ତି, ବିଭିନ୍ନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia