ଭୁବନେଶ୍ବର: ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, କଳାହାଣ୍ତି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେୱୋ ୱାର୍ଣ୍ଣଂ ଜାରି କରିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ