ବାଇକକୁ ପିଟିଦେଲା ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ବାପା ଝିଅଙ୍କ ଜୀବନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍ । ଯାହା ଫଳରେ ଘଟଣାସ୍ଥଳରେ ବାପା ଓ ଝିଅଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଖମାର ଗ୍ରାମର ସୁନୀଲ କୁମାର ସାହୁ ଓ ତାଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia