ବାତ୍ୟା ‘ଅସାନି’ ପ୍ରଭାବରେ ଆନ୍ଧ୍ରରେ ପ୍ରବଳ ବର୍ଷା, କାଲି ନେବ ଆବପାତର ରୂପ

ଭୁବନେଶ୍ୱର: ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି । ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬ କିମି ବେଗରେ ବାତ୍ୟା ଗତି କରୁଛି । ବାତ୍ୟା ‘ଅସାନି’ ପ୍ରଭାବରେ ଆନ୍ଧ୍ର ଉପକୂଳର ମଛଲିପାଟନମଠାରୁ ଟୁନି ମଧ୍ୟରେ ସମୁଦ୍ରରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia