ବାଲିଅନ୍ତା ବର୍ବରକାଣ୍ଡ : କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବାଲିଅନ୍ତା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ। କ୍ରାଇମବ୍ରାଞ୍ଚ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ବାଲିଅନ୍ତା Balianta barbarity incident: Chief Minister orders criminal investigation