ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ସୋନପୁର ଓ ବୌଦ୍ଧ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୋନପୁରର ଏକ ଲକ୍ଷ ପଚାଶ ହଜାର ଲୋକ ଏହି ସୁବିଧା ପାଇବା ବେଳେ ବୌଦ୍ଧର ତିନି ଲକ୍ଷ ବାସ୍ତରି ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia