ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ବାଲେଶ୍ବର ଓ ଭଦ୍ରକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ବରର ୨୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia