ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍ଥ କାର୍ଡ ଘୋଷଣା କରିଥିଲେ ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia


More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ