ବାଲେଶ୍ୱର: ଆଜି ବାଲେଶ୍ୱରରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ବିଭିନ୍ନ ଉନ୍ନୟନମୂଳକ ଯୋଜନାର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଡ ଦ୍ୱାରା ଜିଲ୍ଲାର ପ୍ରାୟ ୨୦ଲକ୍ଷ ହିତାଧିକାରୀ ହେବେ ଉପକୃତ। ୬ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia


More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ