ବିଜେଡିରେ ମିଶିଲେ ପ୍ରଦୀପ ମାଝୀ

ନବରଙ୍ଗପୁର: କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ବିଜେଡିରେ ମିଶିଛନ୍ତି। ନବରଙ୍ଗପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ରମେଶ ମାଝୀଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି। ୧୦ ହଜାର ସମର୍ଥକଙ୍କୁ ଧରି ଦଳର ସାଂଗଠନିକ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia