ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ନାରାବାଜି । ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ ବିଧାୟକ । ନାରାବାଜି ଯୋଗୁଁ ବାଧାପ୍ରାପ୍ତ ହୋଇଛି ପ୍ରଶ୍ନକାଳ । ଯାହା ଫଳରେ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି ରଖିଥିଲେ ବାଚସ୍ପତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ