ଭୁବନେଶ୍ୱର: ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ବିଷୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବୋଲି ବାଚସ୍ପତି କହିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ