ବିଧାନସଭା ମୌସୁମୀ ଅଧିବେଶନ: ଏଥର ଦିନକୁ ୬ ଘଣ୍ଟା ଚାଲିବ ଗୃହ କାର୍ଯ୍ୟ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ଅଗଷ୍ଟ ୪ ତାରିଖ ଯାଏଁ ଚାଲିବ । ଏନେଇ ଆଜି ସରିଛି ସର୍ବଦଳୀୟ ବୈଠକ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବିନା ବାଧାରେ ଗୃହ ଚାଲିବା ପାଇଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia