ବିରୋଧୀ ଦଳନେତାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦାନ ମାଝୀ ଘଟଣାରେ ଓଡ଼ିଶା ନିନ୍ଦିତ ହୋଇଥିଲା । ସେତେବେଳେ ନବୀନ ବାବୁ କଣ କରୁଥିଲେ । ଆଜି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । Deputy Chief Minister’s reply to opposition party leaders, what were they doing during the Daana Majhi, today the crocodile is crying…
ବିରୋଧୀ ଦଳ ନେତାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଜବାବ, ଦାନ ମାଝୀ ବେଳେ କଣ କରୁଥିଲେ, ଆଜି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି…


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ