ବ୍ରଜରାଜନଗର ଉପନିର୍ବାଚନ: ୨୭୯ ବୁଥରେ ଭୋଟ୍ ଦେବେ ୨.୧୪ ଲକ୍ଷ ମତଦାତା

ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ । ଆଜି ରାଜନୈତିକ ଦଳମାନଙ୍କର ପ୍ରଚାର ଶେଷ ହୋଇଛି । ମେ’ ୩୦ ତାରିଖ ସନ୍ଧ୍ୟା ସୁଦ୍ଧା ପୋଲି ପାର୍ଟି ଗୁଡ଼ିକ ସେମାନଙ୍କର ନିର୍ଦ୍ଧାରିତ ବୁଥ୍‌ରେ ପହଞ୍ଚି‌ବେ। ବୁଥ ଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ଉପନିର୍ବାଚନ ପାଇଁ ୧୨ ଶହ ୨୮ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia